ବଙ୍ଗୋପସାଗରରେ ସକ୍ରିୟ ଅବପାତ ପ୍ରଭାବରେ ଶୁଷ୍କ ଥଣ୍ଡା ଉତ୍ତରା ବାୟୁ ଆକର୍ଷିତ ହେଉଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ରାତ୍ରି ତାପମାତ୍ରା ତଳକୁ ଖସିବା ସହ ପୁଣି କନ୍ଧମାଳ ଜିଲ୍ଲାର ଜି.ଉଦୟଗିରି ଠାରେ ୫ ଡ଼ିଗ୍ରୀ ଏବଂ କୋରାପୁଟର ସେମିଳିଗୁଡା ଠାରେ ରାତ୍ରି ତାପମାତ୍ରା ୫.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି।