୫ ଡ଼ିଗ୍ରୀ ରାତ୍ରି ତାପମାତ୍ରା ସହ ଜି.ଉଦୟଗିରି ରାଜ୍ୟର ଥଣ୍ଡା ସହର

ବଙ୍ଗୋପସାଗରରେ ସକ୍ରିୟ ଅବପାତ ପ୍ରଭାବରେ ଶୁଷ୍କ ଥଣ୍ଡା ଉତ୍ତରା ବାୟୁ ଆକର୍ଷିତ ହେଉଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ରାତ୍ରି ତାପମାତ୍ରା ତଳକୁ ଖସିବା ସହ ପୁଣି କନ୍ଧମାଳ ଜିଲ୍ଲାର ଜି.ଉଦୟଗିରି ଠାରେ ୫ ଡ଼ିଗ୍ରୀ ଏବଂ କୋରାପୁଟର ସେମିଳିଗୁଡା ଠାରେ ରାତ୍ରି ତାପମାତ୍ରା ୫.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version