MBPY ଓ NSAPରେ ସୁଭଦ୍ରା ହିତାଧିକାରୀଙ୍କୁ ସାମିଲ୍ କରିବାକୁ ଚିଠି କରିଛି ବିଭାଗ। ଏଥିରେ ଅଧିକ ବୟସ୍କ ଓ ଦୁର୍ବଳ ଲୋକଙ୍କୁ ପ୍ରାଥମିକତା ଦିଆଯିବ।
୬୦ ବର୍ଷ ବୟସ ପାଇଁ ସୁଭଦ୍ରାରୁ ୯୩ ହଜାର ହିତାଧିକାରୀ ବାଦ୍ ପଡ଼ିଛନ୍ତି।
Credible Local News of Odisha