୬୯ ମଣ୍ଡି ନୋଡାଲ ଅଫିସର୍‌ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ

ମାର୍ଚ୍ଚ ମାସ ଦରମା ବନ୍ଦ କଲେ ଜଗତସିଂହପୁର ଜିଲ୍ଲାପାଳ। ଧାନ କ୍ରୟ କେନ୍ଦ୍ରରେ ମନମୁଖୀ ଅନୁପସ୍ଥିତ ରହୁଥିଲେ ନୋଡାଲ ଅଫିସର୍‌। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଦରମା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେବା ସହ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୩ ଦିନ ଭିତର ଉତ୍ତର ରଖିବାକୁ ନିର୍ଦ୍ଦେଶ ରହିଛି। ଚଳିତ ବର୍ଷ PEO, RI, VLWଙ୍କୁ ମଣ୍ଡି ନୋଡାଲ ଅଫିସର ଦାୟିତ୍ୱ ଦିଆଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes