୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଜେନା, ବାରବାଟୀ କଟକରୁ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ବେଗୁନିଆରୁ ପ୍ରକାଶ ରଣବିଜୁଳି ନିର୍ବାଚନ ଲଢ଼ିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes