୬ ମାସ ଭିତରେ କାର୍ଯ୍ୟକାରୀ ହେବ ଓଡ଼ିଶା ସିଟି ଗ୍ୟାସ୍ ବିତରଣ ନୀତି

କାଲି କ୍ୟାବିନେଟ ମଞ୍ଜୁରୀ ପରେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି, ଲକ୍ଷ୍ୟ ରଖିଛୁ ୬ ମାସ ଭିତରେ ସିଟି ଗ୍ୟାସ୍ ବିତରଣ ନୀତି କାର୍ଯ୍ୟକାରୀ ହେବ କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ସହରରେ PNG, CNG ବ୍ୟବସ୍ଥା ହେବ, CNG ଗାଡ଼ିକୁ ପ୍ରୋତ୍ସାହନ ମିଳିବ କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes