୭ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ଅନୁମୋଦନ

ସଂଗ୍ରାହଳୟଗୁଡ଼ିକର ସୁପରିଚାଳନା ପାଇଁ ନିର୍ଦ୍ଦେଶାଳୟ ହେବ, ସମବାୟ ବିଭାଗ ପକ୍ଷରୁ ୩୮ଟି ମଣ୍ଡିକୁ ମଡେଲ ମଣ୍ଡି କରାଯିବ, ଆଉ ୮ଟି ସରକାରୀ ନର୍ସିଂ କଲେଜ ପ୍ରତିଷ୍ଠା ହେବ ଏବଂ ଓଡ଼ିଶା ନର୍ସିଂ ଏଜୁକେସନ ସର୍ଭିସ୍‌ ରୁଲ୍‌ ୨୦୨୫କୁ ମଧ୍ୟ ମଞ୍ଜୁରୀ ମିଳିଛି। ସମ୍ବଲପୁରରେ ୨୪ ଘଣ୍ଟିଆ ପାଣି ପ୍ରକଳ୍ପକୁ ଅନୁମୋଦନ ମିଳିଥିବା ନେଇ କ୍ୟାବିନେଟ୍‌ ବୈଠକ ପରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes