୭ଟି ଦୋକାନରେ ଅଗ୍ନିକାଣ୍ଡ ଘଟି ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ

ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ପାଖର ଛକ ନିକଟରେ ଥିବା ୭ଟି ଦୋକାନରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ଅନୁମାନ କରାଯାଉଛି l

ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ନିଆଁକୁ ଆୟତ୍ତ କରିଥିଲା ଅଗ୍ନିଶମ ବାହିନୀ l ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଥିଲା l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes