ମାର୍ଚ୍ଚ ୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ।ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। କଟକ ମୁଣ୍ଡୁଳି ଯାଇ CRPF ପ୍ରତିଷ୍ଠା ଦିବସରେ ଯୋଗ ଦେବେ।
ଏହା ସହ ନକ୍ସଲ ଦମନ ଓ ଭାରତୀୟ ନ୍ୟାୟ ସଂହିତାର ସମୀକ୍ଷା କରିପାରନ୍ତି।
Credible Local News of Odisha