୭୩ ତମ ବନ ମହୋତ୍ସବ ପାଳିତ

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ବନାଞ୍ଚଳ ଅନ୍ତର୍ଗତ ଯାଜପୁର ସଂରକ୍ଷିତ ଜଙ୍ଗଲରେ ଆଜି ୭୩ ତମ ବନ ମହୋତ୍ସବ ପାଳିତ ହୋଇଯାଇଛି।

ଜିଲ୍ଲା ପରିଷଦ ଜୋନ ନଂ ୮ ସଭ୍ୟା ତାରାମଣି ପଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବୃକ୍ଷ ରୋପଣ ଓ ପରିବେଶ ସୁରକ୍ଷା ଉପରେ ଗୁରୁତ୍ବ ଦେବାକୁ କହିଥିଲେ। ଏହି ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବନପାଳ ଗୋବର୍ଦ୍ଧନ ମେହେର, ବନ ସୁରକ୍ଷା ସମିତି ସଭ୍ୟ ପ୍ରମୁଖ ସାମିଲ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes