୭୫ତମ ସ୍ୱାଧୀନତା ଦିବସ ବିଦ୍ୟାଳୟରେ ପାଳିତ

ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଏଣ୍ଡଳବା ଗ୍ରାମ ପଞ୍ଚାୟତର ବାଘୁଆବାରଣା ପ୍ରାଥମିକ ବିଦ୍ୟାଳୟରେ ୭୫ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।

ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେଶ କୁମାର ନାୟକ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏଥିସହ ସ୍ୱାଧୀନତା ସଂଗ୍ରାମୀମାନଙ୍କ ସମ୍ପର୍କରେ ଅଭିଭାଷଣ ରଖିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes