ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତିକୁ ନେଇ ବୋର୍ଡ ସଭାପତି ଏହି ସୂଚନା ଦେଇଛନ୍ତି। ପୂର୍ବରୁ ୯ଟା ୧୫ ମିନିଟ୍ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ ହୋଇଥିଲା।ଏଥିରେ ଆଉ ୧୫ ମିନିଟ୍ ବୃଦ୍ଧି କରାଯାଇଛି କହିଲେ ବୋର୍ଡ ସଭାପତି।
କପି ଯୋଗାଇଲେ କିମ୍ବା କିଛି ଅନିୟମିତତା କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ କହିଛନ୍ତି।
Credible Local News of Odisha