୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ରାଜ୍ୟରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ସୂଚନା ଦେଇଛନ୍ତି। ୨୦୨୫ ଭୋଟର ତାଲିକାରେ ଅଛନ୍ତି, ୨୦୦୨ରେ ବି ଥିଲେ BLOଙ୍କୁ ଜଣାଇବେ। ଆମେ ନିଜ ଆଡୁ ପ୍ରାୟ ୯୦ ପ୍ରତିଶତ ମ୍ୟାପିଂ କରିସାରିଛୁ। ଏହାର ଅର୍ଥ ୨୦୨୫ ଭୋଟର ତାଲିକାରେ ଥିବା ୯୦%ଙ୍କୁ ଟ୍ରେସିଂ କରିପାରିଛୁ। ୨୦୨୫ ତାଲିକାରେ ଥିବା ୯୦% ୨୦୦୨ ତାଲିକାରେ ବି ଅଛନ୍ତି। ଆଉ ୧୦ ପ୍ରତିଶତ ଆମ ପାଇଁ କଷ୍ଟକର, ସହରାଞ୍ଚଳ ପାଇଁ ସମସ୍ୟା କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।

ଯଦି ୨୦୦୨ରେ ଆପଣଙ୍କ ନାଁ ନଥିଲା, ଆପଣଙ୍କ ବାପାମାଆଙ୍କୁ ଖୋଜାଯିବ। ୯୫% ମ୍ୟାପିଂ ଆମର ଲକ୍ଷ୍ୟ, ଏଭଳି ହେଲେ ସମସ୍ତଙ୍କ ପାଇଁ ସୁବିଧା ହେବ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes