ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ରହିଛି, ପ୍ରଭାବରେ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି।
ଆଜିଠୁ ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି, ଆଜି ପାଇଁ ୧୨ ଜିଲ୍ଲା, କାଲି ୨୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି କହିଛନ୍ତି ନିର୍ଦ୍ଦେଶିକା।