ୱେଲ୍‌ ମାର୍କଡ୍‌ ଲୋପ୍ରେସର୍‌ରେ ପରିଣତ ହେଲା ଲଘୁଚାପ

ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। କଟକ-ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes