ଅଂଶୁଘାତରେ ବ୍ୟକ୍ତିଙ୍କ ମୃତ୍ୟୁ ଅଭିଯୋଗ

ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ଅନ୍ତର୍ଗତ ନିହଲପ୍ରସାଦ ଗ୍ରାମର ରଙ୍ଗାଧର ବେହେରାଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।

ସୂଚନା ଅନୁଯାୟୀ , ସେଏକ ଜରୁରୀ କାମରେ ବାହାରକୁ ଯାଇଥିବା ସମୟରେ ତାଙ୍କର ଦେହାନ୍ତ ହୋଇଛି।ମୃତ୍ୟୁ ବେଳକୁ ତାଙ୍କୁ ୮୮ବର୍ଷ ହୋଇଥିବା ଜଣାପଡିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes