ଅକ୍ଟୋବର ୧ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଆହୁରି ୩ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ସେହିପରି ୨୮ ଓ ୨୯ ତାରିଖରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes