ଅକ୍ଟୋବର ୧ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

୨ ଓ ୩ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବା ଆଶଙ୍କା ରହିଛି।ଘୂର୍ଣ୍ଣିବଳୟଟି ଲଘୁଚାପ ରୂପ ନେବ ନା ନାହିଁ ସ୍ପଷ୍ଟ ହୋଇନି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes