ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ଶ୍ରୀମନ୍ଦିରରେ କଡ଼ା ସୁରକ୍ଷା

ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ପୁରୀ ଶ୍ରୀମନ୍ଦିରରେ ୫ପ୍ଲାଟୁନ ଫୋର୍ସ, ଜଣେ ଅତିରିକ୍ତ ଏସପି, ୩ ଜଣ ସିଟି ଡିଏସପି ସହ ୬ ଆଇଆଇସି ମୁତୟନ ରହିବେ।

ଏ ନେଇ ସୂଚନା ଦେଇଛନ୍ତି ପୁରୀ ଏସପି କନୱର ବିଶାଳ ସିଂ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes