କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ଆଜି ବୌଦ୍ଧ ଜିଲ୍ଲାପାଳ କାର୍ଯ୍ୟାଳୟ ଆଗରେ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ସମରେଶ ମିଶ୍ର ନେତୃତ୍ବରେ ତିନି ଘଣ୍ଟିଆ ଶାନ୍ତିପୂର୍ଣ୍ଣ ସତ୍ୟାଗ୍ରହ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମ ଜିଲ୍ଲାର ବହୁ ସଂଖ୍ୟାର କଂଗ୍ରେସ କର୍ମୀ ସାମିଲ ହୋଇଥିଲେ।