ଅଗ୍ନିକାଣ୍ଡ ଘଟି ଦୁଇ ବଖରା ଘର ପୋଡି ପାଉଁଶ

ଆଜି ସକାଳେ ଯାଜପୁର ସଦର ଥାନା ଅନ୍ତର୍ଗତ ଝାଲପଡା ପଞ୍ଚାୟତ ଝାଲପଡା ଗ୍ରାମରେ ଅଗ୍ନିକାଣ୍ଡ ଘଟି ଦୁଇ ବଖରା ଘର ପୋଡି ପାଉଁଶ ହୋଇଯାଇଛି ।

ଏହି ଗ୍ରାମର ସୁବାଷ ମଲ୍ଲିକଙ୍କ ଘର ବୋଲି ଜଣା ପଡ଼ିଛି । ଘଟଣାସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବିଭାଗ ପହଂଚି ନିଆଁକୁ ଆୟତ୍ତ କରିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version