ଅଗ୍ନିଶମ କର୍ମଚାରୀଙ୍କ ଛୁଟି ବାତିଲ୍

ସମ୍ଭାବ୍ୟ ବାତ୍ୟା ପାଇଁ ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କୁ ଛୁଟିରେ ନ ଯିବାକୁ କି ହେଡକ୍ବାଟର ନ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅଗ୍ନିଶମ ଡିଜି ।

ସମସ୍ତ ସରଞ୍ଜାମ ପ୍ରସ୍ତୁତ ରଖିବା ସହ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ କାମ କରିବାକୁ କହିଛନ୍ତି ଅଗ୍ନିଶମ ଡିଜି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes