ଅଜଣା ଗାଡି ଧକ୍କାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ

ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୋପାଳପୁର ଠାରେ ଏକ ଅଜଣା ଗାଡି ଧକ୍କାରେ ଦୁଇଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଆଜି ସ୍ଥାନୀୟ ପୁଲିସ କହିଛି l

ମୃତ ଦୁଇଜଣ ରାଇରଙ୍ଗପୁର ଟାଉନ ଥାନାଞ୍ଚଳର ବାସିନ୍ଦା ବୋଲି ଚିହ୍ନଟ କରାଯାଇଥିବା ପୁଲିସ କହିଛି l ବାଇକରେ ବସିଥିବା ଅନ୍ୟଜଣେ ଯୁବକ ଗୁରୁତର ଆହତ ହୋଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes