ଅଜଣା ଗାଡି ଧକ୍କାରେ ଦୁଇ ଭାଇ ମୃତ, ମା ଗୁରୁତର

କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ଡ଼ିନ୍ଥିରା ଗ୍ରାମର ଆଦର୍ଶ ବିଦ୍ୟାଳୟ ନିକଟରେ ଆଜି ଅପରାହ୍ନରେ କୌଣସି ଅଜଣା ଗାଡି ଧକ୍କାରେ ଦୁଇ ଭାଇଙ୍କ ମୃତ୍ୟୁ ହୋଇଥିବା ବେଳେ ମା ଗୁରୁତର ଆହତ ହୋଇଛନ୍ତି l
ଆହତ ମାଙ୍କୁ ଫୁଲବାଣୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version