ଅଟୋକୁ ଧକ୍କା ଦେଲା ଟ୍ରକ, ତିନି ମୃତ, ୨ ଗୁରୁତର

କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ଅନ୍ତର୍ଗତ କୋଡ଼ପଡା ଠାରେ ଆଜି ଅପରାହ୍ନରେ ଏକ ଯାତ୍ରୀବାହୀ ଅଟୋକୁ ଦ୍ରୁତଗାମୀ ଟ୍ରକ ଧକ୍କା ଦେବାରୁ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 2 ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି l

ଅଟୋରେ ଥିବା ଯାତ୍ରୀ ମାନେ ମୟୁରଭଞ୍ଜ ଜିଲ୍ଲାର ସାତକୋଶିଆରୁ ହାଟଡ଼ିହିକୁ ଆସୁଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes