ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ, ୪ ଆହତ

ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଭୂଇଁପୁର ରାସ୍ତାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି।

ଏହି ଦୁର୍ଘଟଣାରେ ଅଟୋର ଜଣେ ମହିଳା ଯାତ୍ରୀ ଓ ବାଇକ୍ ଆରୋହୀ ପ୍ରାଣ ହରାଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes