ଅଟୋ ସହ ଟ୍ରକ ମୁହାଁମୁହିଁ; ୩ ଗୁରୁତର, ୪ ଆହତ

ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ହାଟଦହିଖାଲ ନିକଟରେ ଏହି ଦୁର୍ଘଟଣା ଘଟିଛି।

ଟ୍ରକ ଡ୍ରାଇଭର ସମେତ ୩ ଜଣ ଗୁରୁତର ହୋଇଥିବା ବେଳେ ୪ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes