ଅଧୀକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁ ଗିରଫ

ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଆରଡବ୍ଲୁଏସ୍ଏସ ଅଧୀକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ।

ବିଜୟାନନ୍ଦଙ୍କର ୩ କୋଟି ୧୩ ଲକ୍ଷର ଆୟ ବହିର୍ଭୂତ ସଂପତ୍ତି ଠାବ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes