ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଧର୍ମେନ୍ଦ୍ର

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତାକାଲି ଠାରୁ ଦୁଇଦିନିଆ ଓଡିଶା ଗସ୍ତରେ ଆସିବା ସହ ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ l
ଅନୁଗୁଳରେ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ କରିବା ସହ ନୂତନ ଗୃହର ଭୂମି ପୂଜନ କରିବେ l ଖୋର୍ଦ୍ଧାରେ ବିଭିନ୍ନ ରେଳ ପ୍ରକଳ୍ପ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ ହେବେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes