ଅନେକ ଜିଲ୍ଲାରେ କାଳବୈଶାଖୀ ବର୍ଷା ଚେତାବନୀ

କାଳବୈଶାଖୀ ପ୍ରଭାବରେ ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ,କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ନୟାଗଡ, ଭଦ୍ରକ ଆଦି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଚେତାବନୀ ଦିଆଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes