ଅପପୁଷ୍ଟି ପ୍ରସଙ୍ଗ ଉଠାଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ ନେତା

ଓଡ଼ିଶାରେ ୧୯ ପ୍ରତିଶତ ଛୁଆ କମ୍‌ ଓଜନର ଜନ୍ମ ହେଉଛନ୍ତି‌ ବୋଲି ଆଜି ବିଧାନସଭାରେ କହିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର।

୩୧% ପୁଷ୍ଟିହୀନତା, ୬୪% ଶିଶୁ ରକ୍ତହୀନତାର ଶିକାର ହେଉଛନ୍ତି ବୋଲି କହିବା ସହ ଗୃହରେ ମନ୍ତ୍ରୀଙ୍କ ବିବୃତି ଦାବି କରିଛନ୍ତି ଜୟନାରାୟଣ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes