ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଇନ୍ଦିରାଗାନ୍ଧୀ ଉଚ୍ଚ ବିଦ୍ୟାଳୟରେ ଏକ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିବା ବେଳେ ଆଇପି ଦୁର୍ଯ୍ୟଧନ ରାଉତଙ୍କୁ ଦିଆଯାଇଛି ଏହି ସମ୍ବର୍ଦ୍ଧନା l

ଏହି ସଭାରେ ଜିଲ୍ଲା ଶାରୀରିକ ଶିକ୍ଷା ସଂଘ ସଭାପତି ବ୍ରଜଗୋପାଳ ମହାପାତ୍ରଙ୍କ ସମତେ ସ୍କୁଲର ସମସ୍ତ ଶିକ୍ଷକ ଏବଂ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes