ଅଭିନେତା ପିଣ୍ଟୁ ନନ୍ଦଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ଓଡ଼ିଆ ଚଳଚ୍ଚିତ୍ରରେ କମେଡି ଓ ଖଳନାୟକ ଭୂମିକାରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଥିବା ପିଣ୍ଟୁ ଲିଭର୍‌ ସିରୋସିସ୍‌ ରୋଗରେ ପୀଡ଼ିତ ଅଛନ୍ତି। 

ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ପିଣ୍ଟୁଙ୍କ ଚିକିତ୍ସା ଚାଲିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes