ଅଭିନେତା ରାଇମୋହନଙ୍କ ବିୟୋଗରେ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ରାଇମୋହନଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ନାଟକଠୁ ଆରମ୍ଭ କରି ଯାତ୍ରା, କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କ ଅନୁପସ୍ଥିତି ଅନୁଭବ ହେବ, ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ ବୋଲି ନବୀନ କହିଛନ୍ତି। ଏହା ସହ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes