ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ

ଗତକାଲି ରାତିରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଅକ୍ଲାନ୍ତଙ୍କ ଦେହାନ୍ତ ହୋଇଛି।

ଲିଭର ଜନିତ ସମସ୍ୟା ଯୋଗୁ ମାସେ ହେଲା ଚିକିତ୍ସାଧୀନ ଥିଲେ ଅକ୍ଲାନ୍ତ।କଟକ ସତୀଚଉରାରେ ଅକ୍ଲାନ୍ତଙ୍କ ଅନ୍ତିମ ସଂସ୍କାର ସଂପନ୍ନ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes