ଅଭିନେତ୍ରୀ ରଶ୍ମୀରେଖା ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡଙ୍କୁ ଜେରା କରିବ ପୁଲିସ

ଟେଲି ଅଭିନେତ୍ରୀ ରଶ୍ମୀରେଖା ମୃତ୍ୟୁ ମାମଲାରେ ରଶ୍ମୀରେଖାଙ୍କ ଦୁଇ ବୟଫ୍ରେଣ୍ଡଙ୍କୁ ଜେରା କରିବ ପୁଲିସ୍‌।

ବୟଫ୍ରେଣ୍ଡ ସନ୍ତୋଷ ପାତ୍ର ଓ ପୂର୍ବତନ ବୟଫ୍ରେଣ୍ଡ ରାଜାଙ୍କୁ ଜେରା କରି
ଆତ୍ମହତ୍ୟା ପଛର କାରଣ ଜାଣିବାକୁ ଚାହୁଁଛି ପୁଲିସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes