ଅଭିଭାବକ ଓ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁରସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୀରମହାରାଜପୁର ଠାରେ ଆଜି ଅଭିଭାବକ ଓ ଶିକ୍ଷକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି ।

ଏଥିରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାର ଯୋଗ ଦେଇଥିଲେ। ଏଥିରେ ଛାତ୍ରଛାତ୍ରୀମାନଙ୍କ ସମସ୍ୟା ଉପରେ ଆଲୋଚନା କରାଯାଇଥିବା ନେଇ ସରକାରୀ ଶିକ୍ଷକ ଅରବିନ୍ଦ ଋଣା ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes