ଅଭିଯୁକ୍ତ ଏଏସ୍ଆଇ ଗୋପାଳ ଦାସଙ୍କୁ ଗିରଫ ଦର୍ଶାଇଲା କ୍ରାଇମବ୍ରାଞ୍ଚ

ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଅଭିଯୁକ୍ତ ଏଏସ୍ଆଇ ଗୋପାଳ ଦାସଙ୍କୁ ଗିରଫ ଦର୍ଶାଇଛି କ୍ରାଇମବ୍ରାଞ୍ଚ ।

ଏଡିଜି ଅରୁଣ ବୋଥ୍ରା ଘଟଣାସ୍ଥଳର ଯାଞ୍ଚ କରାଯାଇଛି କହିଛନ୍ତି।ଗୋପାଳକୁ ୭ ଦିନ ରିମାଣ୍ଡରେ ଆଣିବାକୁ ଆବେଦନ କରାଯିବ । କାହିଁକି ଗୁଳି କଲେ ଓ ପୂର୍ବଶତ୍ରୁତା ଥିଲା କି ନାହିଁ ତଦନ୍ତ ଚାଲିଛି ବୋଲି କହିଛନ୍ତି ବୋଥ୍ରା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes