ଅମରପାଲି ସ୍କୁଲରେ ସମ୍ବିଧାନ ଦିବସ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅମରପାଲି ଉଚ୍ଚ ବିଦ୍ୟାଳୟ ଠାରେ ଆଜି ସମ୍ବିଧାନ ଦିବସ ପାଳିତ ହୋଇଯାଇଛି।

ଏହି ଅବସରରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ‌ ଶିକ୍ଷକଶିକ୍ଷୟିତ୍ରୀ ସାମିଲ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes