ଅମରପାଲି ହାଇସ୍କୁଲରେ ଆର୍ଟ ଅଫ ଗିଭିଙ୍ଗ କାର୍ଯ୍ୟକ୍ରମ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲ ଠାରେ ଆର୍ଟ ଅଫ ଗିଭିଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ପ୍ରଧାନ ଶିକ୍ଷକ ଉମେଶଚନ୍ଦ୍ର ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କୁ ପାଠ୍ୟ ଉପକରଣ ସହିତ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes