ଅମରପାଲି ହାଇସ୍କୁଲରେ ପ୍ରାଚୀର ପତ୍ର ‘ସମ୍ଭାବନା’ ଉନ୍ମୋଚିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ପାକ୍ଷିକ ପ୍ରାଚୀର ପତ୍ର ‘ସମ୍ଭାବନା’ ଉନ୍ମୋଚିତ ହୋଇଯାଇଛି ।

ଏହି ଅବସରରେ ସ୍କୁଲର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସ୍କୁଲର ସମସ୍ତ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes