ଅମରପାଲି ହାଇସ୍କୁଲରେ ବିଜ୍ଞାନମେଳା

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନମେଳା ସୋମବାର ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷକ ଉମେଶଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes