ଅମରପାଲି ହାଇସ୍କୁଲରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।

ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ସ୍କୁଲର ପ୍ରାୟ ୧୭ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ‘ନିରନ୍ତର ବିକାଶରେ ମୌଳିକ ବିଜ୍ଞାନ : ଆହ୍ବାନ ଓ ସମ୍ଭାବନା’ ଶୀର୍ଷକରେ ଏଥରର ଆଲୋଚନା ଅନୁଷ୍ଠିତ ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes