ଅମରପାଲି ହାଇସ୍କୁଲରେ ସମ୍ବର୍ଦ୍ଧନା ଉତ୍ସବ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅମରପାଲି ହାଇସ୍କୁଲରେ ଶନିବାର ସମ୍ବର୍ଦ୍ଧନା ସଭା ଓ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।

ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ମୁଖ୍ୟ ଅତିଥି ଏବଂ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ଜିଲ୍ଲା ପରିଷଦ ସଦସ୍ୟା ଚନ୍ଦ୍ରକାନ୍ତି ଦନ୍ତା, ବହଳପଦର ସରପଞ୍ଚ ନିରୁପମା ସେଠୀ, ସମିତି ସଭ୍ୟା ସୁଗନ୍ଧା ଘିବିଲା, ସ୍କୁଲ ପରିଚାଳନା କମିଟୀର ସଭାପତି ବିମ୍ବାଧର ସାହୁ, ପୂର୍ବତନ ସମିତି ସଭ୍ୟ ପୀତାମ୍ବର ସାହୁ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes