ଅମିତ ଶାହାଙ୍କ ଜୀବନୀ ଆଧାରିତ ପୁସ୍ତକ ଉନ୍ମୋଚିତ

ଆଜି ଅମିତ ଶାହାଙ୍କ ଜୀବନୀ ଆଧାରିତ ପୁସ୍ତକ ଉନ୍ମୋଚିତ ହୋଇଛି।

ଉନ୍ମୋଚିତ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବୋଧନ କରି କହିଛନ୍ତି, ଅମିତ ଶାହା ଓ ନରେନ୍ଦ୍ର ମୋଦିଙ୍କ ପାଇଁ ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ୨ ନମ୍ବର ହୋଇଛି। ଅହମ୍ମଦାବାଦରେ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିର ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes