ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବହଲପଦର ପଞ୍ଚାୟତ ଅନ୍ତର୍ଗତ ଅମରପାଲି ଠାରେ ଥିବା ଅମୃତ ଧାରା ଦୀର୍ଘ ଦିନ ହେବ ଅଚଳ ଅବସ୍ଥାରେ ପଡ଼ିରହିଛି।
ଫଲରେ ସ୍ଥାନୀୟ ଲୋକେ ତଥା ପଥିକମାନେ ରାସ୍ତାରେ ଯିବା ବେଳେ ପିଇବା ପାଣି ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ଏଣୁ ସ୍ଥାନୀୟ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ମରାମତି ପାଇଁ ଦାବି ହେଉଛି।