ଅମୃତ ସରୋବର ଯୋଜନାର ଭିତ୍ତି ପ୍ରସ୍ତର ସ୍ଥାପନ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଅମୃତ ସରୋବର ଯୋଜନାର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି ।

ହିଲୁଙ୍ଗ ପଞ୍ଚାୟତରେ ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes