ଅରବିନ୍ଦ ପାଇବେ ସଚ୍ଚି ରାଉତରାୟ ସାରସ୍ୱତ ସମ୍ମାନ

ବିଶିଷ୍ଟ ସାହିତ୍ୟିକ ଡକ୍ଟର ଅରବିନ୍ଦ ପଟ୍ଟନାୟକ ଚଳିତ ବର୍ଷର ମର୍ଯ୍ୟାଦାଜନକ ସଚ୍ଚି ରାଉତରାୟ ସାରସ୍ବତ ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ।

ଆସନ୍ତା ୧୭ତାରିଖ ସନ୍ଧ୍ୟାରେ କଟକ ବିଜୁ ପଟ୍ଟନାୟକଛକ ସ୍ଥିତ ସାରଳା ଭବନରେ ସାହିତ୍ୟ ସଂସଦ ପକ୍ଷରୁ କାବ୍ୟ ସରସ୍ୱତୀ ପଦ୍ମଶ୍ରୀ ସଚ୍ଚି ରାଉତରାୟ ସ୍ମୃତି ସମାରୋହରେ ଏହି ସମ୍ମାନ ପ୍ରଦାନ କରାଯିବ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes