ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ଖାରଜ

ଲେଡି ବ୍ଲାକମେଲର୍ ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ଭୁବନେଶ୍ୱର ଏସଡିଜେଏମ କୋର୍ଟ।

ଅର୍ଚ୍ଚନା ଗତ ଶୁକ୍ରବାର ଜାମିନ ଆବେଦନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes