ଅର୍ଚ୍ଚନା ନାଗର ସ୍ୱାମୀକୁ ଗିରଫ କଲା ପୁଲିସ୍

ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗର ସ୍ୱାମୀ ଜଗବନ୍ଧୁଙ୍କୁ ଗିରଫ କରିଛି ପୁଲିସ।

ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁଙ୍କୁ ଆଜି ସକାଳୁ ସତ୍ୟବିହାର ଘରୁ କମିଶନରେଟ୍ ପୁଲିସ ଉଠାଇ ନେଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes